ସଲମାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ପରିବହନ ବିଭାଗ ହ୍ୱାଟ୍ସଆପ୍କୁ ଆସିଲା ମେସେଜ୍
ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ … Read More
