ଇରାନ ପରମାଣୁ ବୋମା ତିଆରି କରିବାଠାରୁ ପାଦେ ଦୂରରେ

ରିୟାଦ: ଇରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ପଶ୍ଚିମ ଏସିଆରେ ଭୟଙ୍କର ଯୁଦ୍ଧ ହେବାର ସମ୍ଭାବନା ରହିଛି। ଆମେରିକା ଇରାନ ସଂଲଗ୍ନ ଅଞ୍ଚଳରେ ହଜାର ହଜାର ସୈନିକ, ପରମାଣୁ ବିମାନ ବାହକ ଏବଂ ଡଜନ ଡଜନ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା … Read More

ଅମୃତ ଭାରତ ଯୋଜନା ଅଧୀନରେ ସରକାର ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କଲେଣି

ନୂଆଦିଲ୍ଲୀ: ଅମୃତ ଭାରତ ଯୋଜନା ଅଧୀନରେ ସରକାର ଏପର୍ଯ୍ୟନ୍ତ ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ସମାପ୍ତ କରିସାରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏହି ଯୋଜନା ଅଧୀନରେ, ସାରା ଦେଶରେ … Read More

ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ … Read More

ଭୁବନେଶ୍ୱର ଏମ୍ସରେ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାର ଉଦ୍‌ଘାଟିତ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ତାଙ୍କର ଏହି ଗସ୍ତ ପୂର୍ବ … Read More

ଶିଶୁଭବନର ୭ ମହଲା କୋଠା ଲୋକାର୍ପିତ

କଟକ: ଶିଶୁଭବନରେ ସାତ ମହଲା କୋଠା ଦୀର୍ଘ ୯ ବର୍ଷ ପରେ ଉଦ୍‌ଘାଟିତ ହୋଇଛି। ୨୦୧୬ ଫେବ୍ରୁଆରି ୩ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ … Read More

ମଝି ସମୁଦ୍ରରୁ କୋଟିଏ ଟଙ୍କାର ଗୁଆ ଜବତ

ଜଗତସିଂହପୁର: ମଝି ସମୁଦ୍ରରେ ବାଂଲାଦେଶ-ଭାରତ ସୀମାରେଖାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଏକ ମାଛଧରା ବୋଟ୍‌କୁ ଜବତ କରିଛି ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)। ମାଛଧରା ବୋଟ୍‌ରେ ଥିବା ୧୪ ଜଣଙ୍କୁ ଅଟକ ରଖାଯିବା ସହ ଚୋରା ଚାଲାଣ ହେଉଥିବା ପ୍ରାୟ କୋଟିଏ … Read More

ପାଠ ପଢିଲେ ସାଂସଦ ଓ ବିଧାୟକ: ଶିଖିଲେ ‘୩-ସ’ ସରକାର, ସଂଗଠନ ଓ ସୁସମ୍ପର୍କ

ଭୁବନେଶ୍ବର : ଶନିବାର ପୁରୀରେ ଆରମ୍ଭ ହୋଇଛି ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି। ଦଳୀୟ ସାଂସଦ, ବିଧାୟକ ଓ କର୍ମୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ … Read More

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ … Read More

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ … Read More

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪ :  ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଗଠନ … Read More