ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଲା ପାକିସ୍ତାନ

ଇସଲାମାବାଦ: ମୁମ୍ବାଇରେ ୨୬ ନଭେମ୍ବର (୨୬/୧୧) ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡଯନ୍ତ୍ରକାରୀ ତହବୁର ରାଣାକୁ ଭାରତକୁ ପ୍ରତ୍ୟର୍ପଣ କରାଯିବା ଖବର ଶୁଣି ପାକିସ୍ତାନ ଚିନ୍ତିତ ହୋଇଯାଇଛି । ପାକିସ୍ତାନ ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିବାକୁ ଚେଷ୍ଟା କରୁଛି। ପାକିସ୍ତାନରେ … Read More

୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ

ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ। ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର … Read More

ଗୋପାଳପୁର ଠାରେ ହେବ ଏଲଏନଜି ଟର୍ମିନାଲ, ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ MOU ସ୍ଵାକ୍ଷରିତ

ଭୁବନେଶ୍ଵର: ଗୋପାଳପୁର ଠାରେ ଏଲଏନଜି ଟର୍ମିନାଲ ପାଇଁ ଓଡ଼ିଶା ଏବଂ ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ ୨୩୦୬ କୋଟିର  ଏମଓୟୁ ସ୍ଵାକ୍ଷରିତ ହୋଇଛି। ଓଡ଼ିଶାରେ ଏନଏନଜି କ୍ଷେତ୍ରକୁ ବିକଶିତ କରିବାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସିଂହଭାଗ ଉଦ୍ୟମ ରହିଛି । ୨୦୧୪ରୁ କେନ୍ଦ୍ରମନ୍ତ୍ରୀ ହେବା ପରେ କ୍ରମାଗତ ଭାବେ … Read More

କଟକ ମହାନଗର ନିଗମ କାଉନସିଲ ବୈଠକରେ ହଙ୍ଗାମା, ଦେଢ ଘଣ୍ଟା ଯାଏ ପରି ଚାଲିଲା ହାଇଡ୍ରାମା

କଟକ୦୯/୪: କଟକ ମହାନଗର ନିଗମ କାଉନସିଲ ବୈଠକରେ ହଙ୍ଗାମା । ଭାଙ୍ଗିଲା କାଚ ଗ୍ଲାସ । ଉଡିଲା ଫାଇଲ । ହାତରେ ବ୍ୟାନର ଧରି ତୁମ୍ବି ତୋଫାନ । ଦେଢ ଘଣ୍ଟା ଯାଏ ପରି ଚାଲିଲା ହାଇଡ୍ରାମା । ନା ବିରୋଧୀଙ୍କ ଆକ୍ଷେପ … Read More

କଂଗ୍ରେସ ଅଧିବେଶନରେ ଦଳ ଭିତରେ ଥିବା ତ୍ରୁଟିବିଚ୍ୟୁତି ବିଷୟରେ ଆଲୋଚନା କଲେ ଖଡ଼ଗେ

ନୂଆଦିଲ୍ଲୀ: ଗୁଜୁରାଟର ଅହମଦାବାଦରେ ଅନୁଷ୍ଠିତ କଂଗ୍ରେସ ଅଧିବେଶନରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଏହି ସମୟରେ ସେ ଦଳ ଭିତରେ ଥିବା ତ୍ରୁଟିବିଚ୍ୟୁତି ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ମଲ୍ଲିକାର୍ଜୁନ ଖଡ଼ଗେ କହିଥିଲେ, “ଯଦି କୌଣସି … Read More

ଖଣି ଚୋରି ଘଟଣାର ସାତ ଦିନ ପରେ ରାଉରକେଲା ଉପ ନିର୍ଦ୍ଦେଶକଙ୍କ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼: ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି। ତେଲେନଡିହି ଏବଂ … Read More

ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ, ଯାହା ଅତି ଅନାବଶ୍ୟକ ଥିଲା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କ ବିରୁଦ୍ଧରେ ମାମଲା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଆକ୍ରମଣାତ୍ମକ ରୂପ ନେଇ ଗୁଣ୍ଡାଙ୍କ ଭଳି ବ୍ୟବହାର କଲେ କଂଗ୍ରେସ କର୍ମୀ ଏବଂ ଆଣିଥିବା ଲୋକ, ଏହା ଅତି ଅନାବଶ୍ୟକ ଥିଲା। … Read More

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି … Read More

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ ହୋଇଛି। ପୀଡ଼ିତା ଜଣଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ପୋକ୍‌ସୋ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଛନ୍ତି କୋର୍ଟ। ଏହାସହ ୧୦ ହଜାର ଜରିମାନା ମଧ୍ୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା … Read More

ଆମେରିକା ଉତ୍ପାଦ ଉପରେ ୮୪% ଶୁଳ୍କ ଲଗାଇଲା ଚୀନ

ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। … Read More