କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍
ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ ହୋଇଛି। ବସ୍ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍ ପ୍ରକ୍ରିୟା ଜାରି … Read More
