ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପଛପଟ ଥିବା ଅଙ୍ଗନବାଡ଼ି କେନ୍ଦ୍ର ପାଖରେ ପିଇଲେ ବିଷ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ … Read More
