ଦଳିତ ନେତାଙ୍କ ପୂଜାର୍ଚ୍ଚନା ପରେ ମନ୍ଦିରରେ କାହିଁକି ଗଙ୍ଗାଜଳ ଛିଞ୍ଚି ଶୁଦ୍ଧିକରଣ କରାଯାଇଥିଲା, ବିଜେପି କ୍ଷମା ମାଗିବା ଉଚିତ୍: ଜୟରାମ ରମେଶ
ନୂଆଦିଲ୍ଲୀ: ରାଜସ୍ଥାନର ଦଳିତ କଂଗ୍ରେସ ନେତା ଟିକାରାମ ଜୁଲି ଅଲୱରର ଏକ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଭଗବାନଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରାଜ୍ୟର ଶାସକ ବିଜେପି ନେତା ଜ୍ଞାନଦେବ ଆହୁଜା ଟିକାରାମ ଜୁଲି ମନ୍ଦିର ପରିଦର୍ଶନ କରିବା ପରେ … Read More
