ଓଡ଼ିଶାରେ ଏଚ୍ସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍ସିଏଲ ଟେକ୍ ଖୁବ୍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି। ଦୁଇ ଦିନିଆ … Read More
