ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ

ସମ୍ବଲପୁର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ କିମ୍ବା ସେ ବିବାଦକୁ ଡାକୁଛନ୍ତି ବୋଲି ସହରରେ ଚର୍ଚ୍ଚା ଲାଗି ରହିଛି। ବିବାଦ ସହିତ ଜୟନାରାୟଣଙ୍କ ପୁରୁଣା ସମ୍ପର୍କ ରହିଥିବାବେଳେ ପୁଣି ଏକ ବିବାଦରେ ତାଙ୍କର ସଂପୃକ୍ତିକୁ ନେଇ ଚାରିଆଡେ ଚର୍ଚ୍ଚା। … Read More

ଓଡ଼ିଆ ପକ୍ଷ: ଐତିହ୍ୟ ଗଣଦୌଡ଼ରେ ଦୌଡ଼ିଲେ ନେତା-ଅଭିନେତା

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜିତ ହୋଇଛି। ଭୁବନେଶ୍ୱରର ଖଣ୍ଡଗିରି ଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଗଣଦୌଡ଼ରେ ଉଚ୍ଚଶିକ୍ଷା, … Read More

ସସ୍ମିତ ପାତ୍ରଙ୍କ ନିଷ୍ପତ୍ତି ବଦଳାଇବା ପଛରେ ନବୀନଙ୍କ ମୁଖ୍ୟ ପରାମର୍ଶଦାତା: ଦେବାଶିଷ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୱାକଫ୍‌ ସଂଶୋଧନ ବିଲ୍‌ ସଂସଦରେ ଗୃହୀତ ହୋଇଛି। ଲୋକସଭା ପରେ ଏହି ବିଲ୍‌ ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଜ୍ୟସଭାରେ ଏହି ବିଲ୍‌କୁ ୧୨୮ ଜଣ ସାଂସଦ ସମର୍ଥନ ଜଣାଇଥିଲେ। ମାତ୍ର ୯୫ ଜଣ ସାଂସଦ ବିରୋଧ କରିଥିଲେ। … Read More

ଶ୍ରୀରାମ ଜନ୍ମ ନୀତି ; ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ … Read More

ଆଉ ନବୀନଙ୍କ ଉପରେ ଭରସା କରିପାରୁନାହାନ୍ତି ନେତା, ବିଜେଡିର ଭବିଷ୍ୟତ ଅନ୍ଧାରମୟ

ଭୁବନେଶ୍ବର: ୱାକଫ୍‌ ସଂଶୋଧନ ବିଲ୍‌କୁ ସସ୍ମିତ ପାତ୍ରଙ୍କ ସମର୍ଥନ ପରେ ବିଜେଡିରେ ଦେଖା ଦେଇଥିବା ଦଳୀୟ କନ୍ଦଳ ଉପରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଭି.କେ.ପାଣ୍ଡିଆନଙ୍କୁ କଟାକ୍ଷ କରି କହିଛନ୍ତି, ଦଳକୁ ପଛରେ ରହି … Read More

ଦୁର୍ନୀତି ବିରୋଧରେ ମେଳି ବାନ୍ଧିଲେ ବିଜେଡି ନେତା, ଦେଲେ ଚେତାବନୀ

ଯାଜପୁର: ଜିଲ୍ଲାରେ ଏକାଠି ହେଲେ ବିଜେଡି ନେତା। ଜିଲ୍ଲାପାଳ ଭେଟି ଦେଲେ ଦାବି ପତ୍ର। ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦଳୀୟଭିତ୍ତିରେ ହିତାଧିକାରୀ ଚୟନ କରାଯାଉଥିବା ଅଭିଯୋଗ କରିବା ସହିତ ଲଘୁ ଖଣିଜ ସଂପଦର ଲୁଟ୍‌ ହେଉଥିବା ଅଭିଯୋଗ କରିଛି … Read More

ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: କଟକର ଜଗତପୁର ଅଞ୍ଚଳରେ ୨୦୦ ଟନ୍ ବିଶିଷ୍ଟ ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ୱାବଧାନରେ ଆଜି କଟକ ମହାନଗର ନିଗମ ଏବଂ ଅଏଲ ଇଣ୍ଡିଆ ଲିମିଟେଡ଼ … Read More

କଟକର ବାଲିଯାତ୍ରା ପଡ଼ିଆରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ … Read More

ଦେଶବ୍ୟାପୀ ୮.୮ ଲକ୍ଷ ୱାକଫ ସମ୍ପତ୍ତି ବିବାଦ ଘେରରେ

ନୂଆଦିଲ୍ଲୀ: ସଂସଦର ଲୋକସଭା ଏବଂ ରାଜ୍ୟସଭାରେ ବହୁମତରେ ୱାକଫ (ସଂଶୋଧନ) ବିଲ୍ ପାରିତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସାରା ଦେଶରେ ମୋଟ ୮.୮ ଲକ୍ଷ ୱାକଫ ସମ୍ପତ୍ତି ମଧ୍ୟରୁ ୭୩,୦୦୦ରୁ ଅଧିକ ସମ୍ପତ୍ତି ବିବାଦାଧୀନ … Read More

ରାମନବମୀରେ ଉଦ୍‌ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ … Read More