ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ … Read More