ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ
ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ … Read More