ପହଲଗାମ ଆକ୍ରମଣକୁ ନେଇ କଂଗ୍ରେସ ନେତାଙ୍କ ବୟାନବାଜୀକୁ ନେଇ ରାହୁଲ ଅସନ୍ତୁଷ୍ଟ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ ପାକିସ୍ତାନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି ହେଉଥିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘୋଷଣା କରିଛନ୍ତି ଯେ ଆତଙ୍କବାଦୀମାନଙ୍କୁ କଳ୍ପନା ବାହାରେ ଦଣ୍ଡ ଦିଆଯିବ। ଏହି ସମୟରେ, … Read More

ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ … Read More

ପହଲଗାମ ଘଟଣାକୁ ଆଳ କରି ରାଜ୍ୟମାନ୍ୟତା ମାଗିବୁ ନାହିଁ : ଓମର

ଶ୍ରୀନଗର: ପହଲଗାମରେ ନିର୍ଦ୍ଦୋଷ ହିନ୍ଦୁଙ୍କ ହତ୍ୟାକାଣ୍ଡ ଉପରେ ସୋମବାର ୨୮ ଏପ୍ରିଲ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀର ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ଏକ ନିନ୍ଦା ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ … Read More

କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର … Read More

୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ

ନୂଆଦିଲ୍ଲୀ: ବାୟୁସେନା ପରେ ନୌସେନାରେ  ରାଫେଲ ସାମିଲ ହେବ, ଯାହା ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ। ରାଫେଲ କ୍ରୟ ନେଇ ଫ୍ରାନ୍ସ ସହ ଭାରତ ଚୁକ୍ତି ସ୍ବାକ୍ଷରିତ କରିବ । ଭାରତ ୨୬ଟି ରାଫେଲ୍ ମେରାଇନ୍ ଲଢ଼ୁଆ ବିମାନ କିଣିବା … Read More

ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ  ।  ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି ।  ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।  ସୂଚନା ଅନୁସାରେ  ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ ।   ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ … Read More

ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର

ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି … Read More

କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ

ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ। ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି … Read More

ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ, ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର

ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ ।  ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି ।  RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ । RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ ସାମିଲ … Read More

ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ … Read More