ଏପ୍ରିଲରେ ନିଆଁ ବର୍ଷିବ, ଜୁନ ଯାଏ ଦେଶ ବ୍ୟାପୀ ପ୍ରଚଣ୍ଡ ଗ୍ରୀଷ୍ମତାପ
ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ। … Read More