ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ

ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ, … Read More

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ … Read More

ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ

ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ ।  ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି … Read More

ପାଟଣାଗଡ଼ ପାର୍ସଲ ବୋମା ଘଟଣା; ପୁଞ୍ଜିଲାଲଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହେରଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ଏହା ପୂର୍ବରୁ … Read More

ସମ୍ପତ୍ତି ତାଲିକା ସାର୍ବଜନୀନ କଲେ ସିଜେଆଇଙ୍କ ସମେତ ୩୦ ବିଚାରପତି

ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର … Read More

ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ

ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ  । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ … Read More

ଓ୍ବାକଫ୍ ନାଁରେ ଜମି ହଡ଼ପ କରାଯାଉଥିଲା : ଯୋଗୀ

ପ୍ରୟାଗରାଜ: ଗୁରୁବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୱାକଫ ବୋର୍ଡ ଉପରେ ସିଧାସଳଖ ଆକ୍ରମଣ କରି ଏହା ଉପରେ ଜମି ଜବରଦଖଲ କରିବାର ଅଭିଯୋଗ ଆଣିଛନ୍ତି ଏବଂ କହିଛନ୍ତି ଯେ ସାର୍ବଜନୀନ ଏବଂ ଐତିହାସିକ ସ୍ଥାନଗୁଡ଼ିକ ଉପରେ ଏହାର … Read More

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର

ତାଳଚେର: ତାଳଚେରରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର । ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପୋଲିସକୁ … Read More

କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

ବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ … Read More

ସରିଲା ବିଧାନସଭା ବିଜେଟ୍ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର : ସରିଲା ବିଧାନସଭା ବିଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି । ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି । ପାରିତ … Read More