ମମତାଙ୍କୁ ସୁପ୍ରିମକୋର୍ଟ ଝଟକା, ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ରଦ୍ଦ ଆଦେଶ ବଳବତ୍ତର

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ … Read More

ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍

ଭୁବନେଶ୍ୱର : ବିଧାନସଭା ଇତିହାସରେ ରେକର୍ଡ । ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ଚାଲିଲା ବିଧାନସଭା ।  ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍-୨୦୨୪ ।  ପ୍ରାୟ ୧୨ ଘଣ୍ଟା ଧରି ଚାଲିଲା ଆଲୋଚନା ।  … Read More

ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ

ଭୁବନେଶ୍ୱର: ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍‌ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ। … Read More