ଖଣି ଲୁଟ୍ କରିଥିବା ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ସୁନ୍ଦରଗଡ଼/ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଏମସିଏଲ ଖଣି କ୍ଷେତ୍ର ଗୋପାଳପୁର- ଅଞ୍ଚଳରେ ଚାଲିଥିବା ସବୁଠୁ ବଡ଼ ଖଣି ଲୁଟ୍‌ ଘଟଣା ଥାନାରେ ପହଞ୍ଚିଛି ମାମଲା । ହେମଗିରି ଥାନାରେ ଲିଖିତ ଅଭିଯୋଗ କରିଛି ମାଇନିଂ ବିଭାଗ। ଜୁନିୟର ମାଇନିଂ ଅଫିସର ମଙ୍ଗଲ ହେମ୍ବ୍ରମ … Read More

ବ୍ରିଟେନରେ ସମ୍ମାନିତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର: ବ୍ରିଟେନରେ ସମ୍ମାନ୍ନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ  । ପୁଣି ବିଦେଶରେ ନିଜର ଚମକ ଦେଖାଇଲେ । ତେବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିନାମା ଅର୍ଜନ କରିଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବ୍ରିଟେନରେ ପ୍ରଥମ … Read More

ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ; ତାମିଲନାଡ଼ୁର ନେତା ତାମିଲରେ ହସ୍ତାକ୍ଷର କରନ୍ତି ନାହିଁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ରାମେଶ୍ୱରମରେ ନୂତନ ପମ୍ବନ ରେଳ ସେତୁର ଉଦଘାଟନ କରିଛନ୍ତି। ଏହା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ରାଲିକୁ ସମ୍ବୋଧିତ କରିବା ସମୟରେ ଭାଷା ବିବାଦକୁ ଉଗ୍ର କରିବା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ … Read More

ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି: ସାମ୍ବାଦିକାଙ୍କୁ ପ୍ରାଣାନ୍ତକ ଆକ୍ରମଣ ଅଭିଯୋଗ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍‌ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତମାନେ ପ୍ରାଣାନ୍ତକ ଆକ୍ରମଣ କରିଛନ୍ତି। … Read More

ଅପ୍ରେଲ୍‌ ୭ରେ କଳିଙ୍ଗ ଷ୍ଟାଡିୟମରେ ବିଶାଳ ଯୋଗ ମହୋତ୍ସବର ଆୟୋଜନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି (ସୋମବାର) ଏକ ବିଶାଳ ‘ଯୋଗ ମହୋତ୍ସବ’ ଆୟୋଜନ କରାଯିବ। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର … Read More

ରାମନବମୀରେ ଖୋଲିଲା ନୂଆ ପମ୍ବନ ବ୍ରିଜ, ପ୍ରଥମ ଥର ଗଡିଲା ରାମେଶ୍ବରମ ତାମ୍ବରମ ଟ୍ରେନ

ଚେନ୍ନାଇ : ରବିବାର ରାମନବମୀ ଅବସରରେ ଉଦ୍‌ଘାଟିତ ହୋଇଛି ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସି ବ୍ରିଜ। ତାମିଲନାଡୁ ଗସ୍ତ ଅବସରରେ ନୂଆ ପମ୍ବନ ବ୍ରିଜର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାମେଶ୍ବରମ-ତାମ୍ବରମ ନୂଆ ଟ୍ରେନ ସେବାକୁ ପତକା … Read More

ବିଜେଡିରେ କିଏ ଏହି ବାହ୍ୟ ଶକ୍ତି?

ଭୁବନେଶ୍ବର: କିଏ ଏହି ବାହ୍ୟ ଶକ୍ତି? କାହା କଥାରେ ଚାଲୁଛି ବିଜେଡି? ଓ୍ବାକଫ୍ ବିଲକୁ ବିଜେଡିର ବିରୋଧ ନେଇ, ସଭାପତି ନବୀନ ଘୋଷଣା କଲା ପରେ, କାହିଁକି ବିଲକୁ ସମର୍ଥନ ଜଣାଇଲେ ସସ୍ମିତ୍ ? ଏନେଇ ଚାଲିଛି ବିଜେଡି ଭିତରେ ତର୍ଜମା … Read More

ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ … Read More

ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା

ଭୁବନେଶ୍ୱର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା । ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ … Read More

ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମୋତ୍ସବ; ୪ ମିନିଟ୍ ଯାଏଁ ସୂର୍ଯ୍ୟ ତିଳକ ଦେଖିଲେ ଶ୍ରଦ୍ଧାଳୁ

ଅଯୋଧ୍ୟା: ପବିତ୍ର ରାମନବମୀ । ପୂରା ଦେଶରେ ଉତ୍ସବର ମାହୋଲ । ରାମ ରସରେ ଡୁବିଲା ରାମନଗରୀ । ପ୍ରଭୁ ରାମଲଲାଙ୍କ ଜନ୍ମଦିନରେ ଅଯୋଧ୍ୟାରେ ଆନନ୍ଦ ଉଲ୍ଲାସ । ପୂର୍ବ ନୀତିନିର୍ଘଣ୍ଟ ଅନୁଯାୟୀ, ସକାଳ ସାଢ଼େ ୯ଟାରେ ରାମଲଲାଙ୍କ ସ୍ବତନ୍ତ୍ର ଅଭିଷେକ … Read More