ରାଜ୍ୟର ସମସ୍ତ ପୌରପାଳିକାରେ ୨୦୨୭ ସୁଦ୍ଧା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ଯେ, … Read More

୫୦ ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ : ସରକାର ପେଟ୍ରୋଲ-ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବୃଦ୍ଧି କରିବା ପରେ ଏବେ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ବଢାଇଛନ୍ତି । ସରକାର ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି କରିଛନ୍ତି । ସୋମବାର ପେଟ୍ରୋଲିୟମ ମନ୍ତ୍ରୀ … Read More

ଓଡ଼ିଶାରେ ଏଚ୍‍ସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍‍ସିଏଲ ଟେକ୍ ଖୁବ୍‍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି। ଦୁଇ ଦିନିଆ … Read More

ଅନ୍ତର୍ଜାତୀୟ ଯୋଗଦିବସର ୭୫ ଦିନିଆ ଅବଗଣନା, ଶୁଭାରମ୍ଭ ହେଲା ‘ହରିତ ଯୋଗ’

ଭୁବନେଶ୍ୱର: ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସାଧାରଣ ଯୋଗ ଅଭ୍ୟାସ । ପ୍ରାୟ ୬,୦୦୦ରୁ ଅଧିକ ଯୋଗପ୍ରେମୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଧବ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ … Read More

ମୋଦୀ-ୟୁନୁସଙ୍କ ଆଲୋଚନାର ଭ୍ରମାତ୍ମକ ଉପସ୍ଥାପନା କଲା ବାଂଲାଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଗତ ୪ ତାରିଖରେ ବିମଷ୍ଟେକ ସମ୍ମିଳନୀ ଅବସରରେ ଦ୍ଵିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସମୟରେ ଦୁଇ ନେତା ଦୁଇ ଦେଶ ମଧ୍ୟରେ ରହିଥିବା ବିଭିନ୍ନ ପ୍ରସଙ୍ଗରେ … Read More

ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ

କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କ … Read More

ରାଜ୍ୟରେ ହେବ ୩୨ ବୃହତ୍‌ ଶସ୍ୟ ଭଣ୍ଡାର

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି ମିଳିବ। … Read More

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର :  ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୋଇଡାରେ HCL ଟେକ୍ନୋଲୋଜି ଲିମିଟେଡ୍ ପରିଦର୍ଶନ କଲେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ … Read More

ୱାକଫ୍ ଆଇନ: ବୈଧତାକୁ ଚ୍ୟାଲେଞ୍ଜ ଆବେଦନଗୁଡ଼ିକର ଶୁଣାଣି ପାଇଁ ରାଜି ହେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୋମବାର ସୁପ୍ରିମକୋର୍ଟ ୱାକଫ୍ (ସଂଶୋଧନ) ଆଇନ, ୨୦୨୫ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନଗୁଡ଼ିକର ତୁରନ୍ତ ଶୁଣାଣି ପାଇଁ ତାଲିକାଭୁକ୍ତ କରିବା ଉପରେ ବିଚାର କରିବାକୁ ରାଜି ହୋଇଛନ୍ତି। ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ଏବଂ ବିଚାରପତି … Read More

ଦେବାଶିଷଙ୍କୁ ସୋଫିଆଙ୍କ ଟାର୍ଗେଟ, କହିଲେ, ‘ଓ୍ବାକଆଉଟ ମାନେ ସମର୍ଥନ’

ଭୁବନେଶ୍ବର: ବଢୁଛି ବିଜେଡିର ଅଡୁଆ । ଦଳ ଭିତରେ ବାହାରେ ସବୁଠି ବିରୋଧ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ୍ ପାତ୍ର ଓ୍ବାକଫ୍ ବିଲକୁ ସମର୍ଥନ ଦେବାକୁ ନେଇ ଏବେ ତେଜିଛି ରାଜ୍ୟରାଜନୀତି । ବିରୋଧୀ ତ ବିରୋଧୀ ଦଳୀୟ ବରିଷ୍ଠ … Read More