କମିଶନରେଟ ପୋଲିସର ମୋବାଇଲ ମେଳା, ଫେରାଉଛି ଚୋରି ମୋବାଇଲ
ଭୁବନେଶ୍ୱର : କମିଶନରେଟ ପୋଲିସର ମୋବାଇଲ ମେଳା । ମୋବାଇଲ ମେଳାର ଆୟୋଜନ କରି ଚୋରି ମୋବାଇଲ ଫେରାଉଛି ପୋଲିସ । ରାଜଧାନୀରୁ ୧୦୦ ଟି ଚୋରି ମୋବାଇଲ ଉଦ୍ଧାର ପରେ ପ୍ରକୃତ ମାଲିକଙ୍କୁ ଫେରସ୍ତ କରାଯାଇଛି । କମିଶନରେଟ ପୋଲିସର ସ୍ଵତନ୍ତ୍ର … Read More
