ଗୋପାଳପୁର ଠାରେ ହେବ ଏଲଏନଜି ଟର୍ମିନାଲ, ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ MOU ସ୍ଵାକ୍ଷରିତ
ଭୁବନେଶ୍ଵର: ଗୋପାଳପୁର ଠାରେ ଏଲଏନଜି ଟର୍ମିନାଲ ପାଇଁ ଓଡ଼ିଶା ଏବଂ ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ ୨୩୦୬ କୋଟିର ଏମଓୟୁ ସ୍ଵାକ୍ଷରିତ ହୋଇଛି। ଓଡ଼ିଶାରେ ଏନଏନଜି କ୍ଷେତ୍ରକୁ ବିକଶିତ କରିବାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସିଂହଭାଗ ଉଦ୍ୟମ ରହିଛି । ୨୦୧୪ରୁ କେନ୍ଦ୍ରମନ୍ତ୍ରୀ ହେବା ପରେ କ୍ରମାଗତ ଭାବେ … Read More