ନବୀନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍ … Read More

ପୂର୍ବ ସରକାରଙ୍କ ଅବହେଳାକୁ ସମାଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କଟକ: ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଆରୋଗ୍ୟ ଯୋଜନା ଏବଂ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଐତିହାସିକ ଯୋଜନା ଭାବେ ବର୍ଣ୍ଣନା କରି କହିଛନ୍ତି ଯେ ପୂର୍ବ ସରକାର ଅମଳରେ ସ୍ୱାସ୍ଥ୍ୟ ଯୋଜନାରେ ପରିବାର … Read More

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ … Read More

ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

କଟକ: ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା । ଐତିହାସିକ ବାଲିଯାତ୍ରା ପଡ଼ିଆ ବନିଲା ମୁକସାକ୍ଷୀ । ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା କାର୍ଡ … Read More

ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ

ତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି। ଉଭୟ … Read More

ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୩୦ ଆହତ

ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା … Read More

ଜାଲ ସାର୍ଟିଫିକେଟରେ ସରକାରୀ ଚାକିରୀ କରିବା ଘଟଣା, ମୁହଁ ଖୋଲିଲେ ଅଧ୍ୟାପକ

ଯୋଗ୍ୟତା ନଥାଇ ବି ସରକାରୀ ଚାକିରୀ । ଏମିତି କଣ ସମ୍ଭବ । ଖଣ୍ଡେ ସରକାରୀ ଚାକିରୀ ପାଇଁ ଲୋକେ କେତେ କଣ କରୁଛନ୍ତି ତା ବିଷୟରେ ନ କହିବା ଭଲ । ହେଲେ ଏଠି ଲୋକେ ଯୋଗ୍ୟତା ନ ଥାଇ … Read More

ପୋଲିସ ହାବୁଡରେ କଫ୍ ସିରପ ମାଫିଆ, ୯ ଜଣଙ୍କୁ ଗିରଫ କରିବାରେ ସଫଳ

ସମ୍ବଲପୁର: ଦିନକୁ ଦିନ ବେଧଡକ ଚାଲିଛି କଫ ସିରପ ମାଫିଆ। ଗତ କିଛି ଦିନ ମଧ୍ୟ ଲଗାତାର ଏହି ମାମଲା ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ସମ୍ବଲପୁର ଜିଲ୍ଲା ପୋଲିସ କବଜାରେ ନିଶା କଫ୍ ସିରପ ମାଫିଆ। ଟାଉନ ଥାନା … Read More

ତାହାୱର ହୁସେନ ରାଣା ଭାରତ ପ୍ରତ୍ୟର୍ପିତ, ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ : ଭାରତ ପ୍ରତ୍ୟର୍ପିତ ହୋଇଥିବା ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତାହାୱର ହୁସେନ ରାଣା ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀର ଆନ୍ତର୍ଜାତିକ ବିମାନବନ୍ଦରରେ ରାଣା ପହଞ୍ଚିବା ପରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନଆଇଏ) ତାକୁ … Read More

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ଡିଏ ବଢାଇଛନ୍ତି ରାଜ୍ୟ ସରକାର । ଜାନୁଆରୀ ୨୦୨୫ ମସିହାରୁ ଏହା ପିଛିଲା ଭାବେ ମିଳିବ । ଚଳିତ ମାସ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ … Read More