ପାଠ ପଢିଲେ ସାଂସଦ ଓ ବିଧାୟକ: ଶିଖିଲେ ‘୩-ସ’ ସରକାର, ସଂଗଠନ ଓ ସୁସମ୍ପର୍କ

ଭୁବନେଶ୍ବର : ଶନିବାର ପୁରୀରେ ଆରମ୍ଭ ହୋଇଛି ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି। ଦଳୀୟ ସାଂସଦ, ବିଧାୟକ ଓ କର୍ମୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ … Read More

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ … Read More

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ … Read More

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪ :  ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଗଠନ … Read More

୩,୮୮୦ କୋଟିର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାକୁ ସମ୍ବୋଧନ କରି ସେ କହିଥିଲେ ଯେ ଗତ ୧୦ … Read More

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍‌ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ … Read More

ତହଉର ରାଣାଙ୍କୁ ଭାରତ ଆଣିବାରେ ମୋଦିଙ୍କର କିଛି ବାହାଦୂରି ନାହିଁ

ନୂଆଦିଲ୍ଲୀ,୧୨।୪: ତହଉର ରାଣାଙ୍କ ପ୍ରତ୍ୟର୍ପଣକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପା ନେତାମାନଙ୍କ ମଧ୍ୟରେ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଚାଲିଛି। ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ … Read More

ଏମ୍‌କେ ଷ୍ଟାଲିନ, ମମତା ବାନାର୍ଜୀ, ସିଦ୍ଧରମୈୟାଙ୍କୁ ଚିଠି ଲେଖିଲେ ମେହେବୁବା ମୁଫତି

ନୂଆଦିଲ୍ଲୀ,୧୨।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଚିଠି ଲେଖି ବଢିଚାଲିଥିବା ବହୁସଂଖ୍ୟକବାଦି ରାଜନୈତିକ ପରିବେଶ ମଧ୍ୟରେ ଭାରତୀୟ ସମ୍ବିଧାନର ମୌଳିକ ମୂଲ୍ୟବୋଧ ପାଇଁ … Read More

ଚାରି ଧାମ ଯାତ୍ରା ପାଇଁ ଜାରି ହେଲା ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ବିଶ୍ୱ ପ୍ରସିଦ୍ଧ ଚାରିଧାମ ଯାତ୍ରା ଚଳିତ ବର୍ଷ ୩୦ ଏପ୍ରିଲରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ ପାଇଁ ଗଙ୍ଗୋତ୍ରୀ, ଯମୁନେତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆସିବେ ବୋଲି … Read More

ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ସଂପତ୍ତି ଦଖଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ୍ ଜର୍ଣ୍ଣାଲ୍ସ ଲିମିଟେଡ୍ (ଏଜେଏଲ୍)ର ସଂଲଗ୍ନ ସମ୍ପତ୍ତିକୁ ଦଖଲ କରିବା ପ୍ରକ୍ରିୟା ଆରମ୍ଭ କରିଛି ଇଡି। ୧୧ ଏପ୍ରିଲ୍ ୨୦୨୫ରେ, ଇଡି … Read More