ନ୍ୟାସନାଲ ହେରାଲ୍ଡ ମାମଲା : ରାହୁଲ, ସୋନିଆଙ୍କ ବିରୋଧରେ ଚାର୍ଜସିଟ୍
ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ଅଭିଯୋଗପତ୍ର ବା ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ କଂଗ୍ରେସ ଓଭରସିଜ୍ ମୁଖ୍ୟ ସାମ ପିଟ୍ରୋଡାଙ୍କ ନାମ … Read More