୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ

ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼ … Read More

ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି … Read More

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର  : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ … Read More

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି … Read More

ଇସ୍ରାଏଲୀ ଯୁଦ୍ଧ ବିମାନ ନିଜ ଅଞ୍ଚଳରେ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କଲା

ତେଲ ଅଭିଭ: ଇସ୍ରାଏଲୀ ବାୟୁସେନାର ଏକ ଯୁଦ୍ଧ ବିମାନ ମଙ୍ଗଳବାର ରାତିରେ ଭୁଲବଶତଃ ନିଜ ଅଞ୍ଚଳରେ ବୋମା ପକାଇଛି। ଏହି ବୋମା ବିସ୍ଫୋରଣ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଇସ୍ରାଏଲୀ ଯୁଦ୍ଧ ବିମାନ ଯେଉଁଠାରେ ବୋମା ପକାଇଥିଲା ସେହି ସ୍ଥାନରୁ ଅଳ୍ପ … Read More

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ … Read More

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି। ମୁଖ୍ୟ … Read More

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ। ”ବର୍ତ୍ତମାନର ମାମଲାକୁ … Read More

ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ … Read More

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ … Read More