ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ … Read More

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ … Read More

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ … Read More

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର ଭଳି … Read More

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର :  ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ … Read More

ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ … Read More

ଜିନପିଙ୍ଗଙ୍କୁ ଶକ୍ତ ଧକ୍କା: ମହିଳା ଅଧିକାରୀ ତାଇୱାନକୁ ପଠାଇଲେ ୩ ଲକ୍ଷ ଗୁପ୍ତ ଫାଇଲ୍!

ବେଜିଂ: ଚୀନ୍‌ର ଜଣେ ମହିଳା ଗୁପ୍ତଚର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଶକ୍ତ ଧକ୍କା ଦେଇଛନ୍ତି। କୁହାଯାଉଛି ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଏହି ମହିଳା ୩ ଲକ୍ଷ ଗୁପ୍ତ ଫାଇଲ୍ ଗାଏବ କରିଦେଇଛନ୍ତି। ଏହି ଖବର ପ୍ରକାଶ ପାଇବା ମାତ୍ରେ ଚୀନ୍‌ରେ … Read More

ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା

ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି … Read More

ବିହାରକୁ ପଶ୍ଚିମବଙ୍ଗ ଭଳି ଅବସ୍ଥା କରିବାକୁ ଚାଁହୁଛନ୍ତି ରାହୁଲ-ତେଜସ୍ୱୀ: ପ୍ରମୋଦ କୃଷ୍ଣମ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଆଡକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଜେପି, ଜେଡିୟୁ, କଂଗ୍ରେସ, ଆରଜେଡି ସମେତ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ଦିନ, ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ କଂଗ୍ରେସ … Read More

ପରମାଣୁ ଅସ୍ତ୍ର ନୁହେଁ, ପାଣି ଆଣିଛି ଇରାନ ପାଇଁ ସଙ୍କଟ

ତେହେରାନ: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇ ପ୍ରାୟତଃ ପରମାଣୁ ଅସ୍ତ୍ର ସାହାଯ୍ୟରେ ବିଶ୍ୱକୁ ଭୟଭୀତ କରିବାକୁ ଧମକ ଦେଇଥାନ୍ତି। ତେବେ ସେ ଏବେ ଏକ ନୂତନ ଭୟର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଭୟ ଏବେ ବୋମା କିମ୍ବା କ୍ଷେପଣାସ୍ତ୍ର ନୁହେଁ, … Read More