ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ
ଭୁବନେଶ୍ବର: ଚମକିବ ଓଡ଼ିଶାର ଜାତୀୟ ରାଜପଥ। ଆମେରିକା ଭଳି ଚକାଚକ ଦେଖାଯିବ ରାଜ୍ୟର ଜାତୀୟ ରାଜପଥ। ଲୋକେ ନିର୍ଦ୍ଧାରିତ ସମୟରେ ଲକ୍ଷ୍ୟସ୍ଥଳକୁ ପହଞ୍ଚିବେ। ଏହା ଦ୍ବାରା ଲୋକଙ୍କର ସମୟ ମଧ୍ୟ ବଞ୍ଚିଯିବ। ଓଡ଼ିଶାର ଜାତୀୟ ରାଜପଥଗୁଡ଼ିକ ଆମେରିକା ଭଳି ହେବ। କେନ୍ଦ୍ର … Read More