ପୁରୀ ରଥଯାତ୍ରା ଶୃଙ୍ଖଳିତ କରିବାକୁ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। … Read More