ସିବିଆଇ ଅଫିସର କହି ୩୪ ଲକ୍ଷ ୫୦ ହଜାର ଟଙ୍କା ଠକିବା ଘଟଣା, ଅଭିଯୁକ୍ତକୁ ରାଜସ୍ଥାନରରୁ ଆଣିଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର: ଡିଜିଟାଲ ଆରେଷ୍ଟ ନାଁରେ ୩୪ ଲକ୍ଷ ଟଙ୍କା ଠକେଇ ଘଟଣାରେ ଜଣେ ଗିରଫ । ରାଜସ୍ଥାନର ସୁବାଷକୁ ଗିରଫ କଲା ବ୍ରହ୍ମପୁର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ପୋଲିସ । ଶୁକ୍ରବାର ବ୍ରହ୍ମପୁର ପହଞ୍ଚିବା ପରେ ଅଭିଯୁକ୍ତଙ୍କୁ ଏସଡିଜେଏମ୍ କୋର୍ଟରେ … Read More