ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍
ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। … Read More
