ପୁଣି ଭାରତକୁ ଆସିବ ୮ ଚିତା; ଆସନ୍ତା ମେ’ରେ ପ୍ରଥମ ପର୍ଯ୍ୟାୟରେ ଆସିବେ ୪

ଭୋପାଳ: ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକାର ବୋତସୱାନାରୁ ଆଠଟି ଚିତା ଦୁଇଟି ପର୍ଯ୍ୟାୟରେ ଭାରତର ମଧ୍ୟପ୍ରଦେଶକୁ ଅଣାଯିବ। ମେ ମାସରେ ଚାରୋଟି ଚିତାବାଘ ଆସିବ, ତା’ପରେ ଆଉ ଚାରୋଟି ଚିତାବାଘ ଭାରତକୁ ଅଣାଯିବ। ପ୍ରୋଜେକ୍ଟ ଚିତା ଅଧୀନରେ, ସେମାନଙ୍କୁ ଏବେ ପର୍ଯ୍ୟାୟକ୍ରମେ … Read More

ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ସମ୍ବଲପୁର :  ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  l ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ … Read More

୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ … Read More

୨ ନାବାଳକଙ୍କୁ ଖୁଣ୍ଟରେ ବାନ୍ଧି ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ଦୁଇ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧିବା ସହ ସିଗାରେଟ ଚେଙ୍କ ଦେଇଛନ୍ତି ଦୁର୍ବୃତ୍ତମାନେ । ଖାଲି ସେତିକି ନୁହଁ, ଦୁଇ ନାବାଳକଙ୍କୁ ପରିସ୍ରା … Read More

ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ

ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର … Read More

ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ … Read More

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ … Read More

କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର

ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ … Read More

ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ … Read More

ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ … Read More