ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା
ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ … Read More