ଭୟଙ୍କର ଅଗ୍ନିକାଣ୍ଡ: ୪ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ନୂଆଦିଲ୍ଲୀ : ଗୁଜରାଟ ଦାହୁଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିର୍ମାଣାଧୀନ ୭୦ ମେଗାଓ୍ବାଟ୍ ସୋଲାର ପାଓ୍ବାର ପ୍ଲାଣ୍ଟରେ ଏଭଳି ଅଘଟଣ ଘଟିଛି। ଏଥିରେ ପ୍ରାୟ ୪୦୦ କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବହୁ ମୂଲ୍ୟବାନ୍ ଯନ୍ତ୍ରାଂଶ ମଧ୍ୟ ନଷ୍ଟ … Read More

ଖୁବଶୀଘ୍ର ଗ୍ରୀଷ୍ମ ପରିସ୍ଥିତି ପାଇଁ ହେବ ସମୀକ୍ଷା, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି। ସୂଚନା ଦେଲେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି କହିଲେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯେ, … Read More

ୟୁପିଏସ୍‌ସି ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଆଙ୍କ ସଫଳତା, ୪୮ତମ ସ୍ଥାନରେ ଓଡ଼ିଆ ଝିଅ ରିତିକା ରଥ

ଭୁ‌ବନେଶ୍ବର: ପ୍ରକାଶ ପାଇଛି କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍‌ ପରୀକ୍ଷା-୨୦୨୪ ର ଫଳ । ଏହି ପରୀକ୍ଷାରେ ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ସେହିପରି ଦେବିକା ପ୍ରିୟଦର୍ଶିନୀଙ୍କୁ ୯୫ତମ ରାଙ୍କ ମିଳିଥିବା … Read More

ସଂସଦ ହିଁ ସୁପ୍ରିମ୍ ! ନିଜ କଥା ଦୋହରାଇଲେ ଧନଖଡ଼

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପୁଣି ଥରେ ନ୍ୟାୟପାଳିକା ଏବଂ କାର୍ଯ୍ୟପାଳିକାର ଅଧିକାର କ୍ଷେତ୍ର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ମଙ୍ଗଳବାର ଦିନ କହିଛନ୍ତି ଯେ ସମ୍ବିଧାନର ମୌଳିକ ଭାବନାର ‘ସର୍ବୋଚ୍ଚ ରକ୍ଷକ’ ହେଉଛନ୍ତି ନିର୍ବାଚିତ ଜନପ୍ରତିନିଧି … Read More

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା … Read More

ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ୍ କାଟ୍ ନକରିବାକୁ ନିର୍ଦେଶ

ଭୁବନେଶ୍ଵର: ବର୍ତ୍ତମାନ୍ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୧୦ଟା ନବାଜୁଣୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି। ଏହାରି ମଧ୍ୟରେ ୪୨.୬ ଡିଗ୍ରୀ ସହ ଝାରସୁଗୁଡା ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି।  ତେବେ ଏଭଳି … Read More

ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ଆମରୋଲି : ମଙ୍ଗଳବାର (୨୨ ଏପ୍ରିଲ) ଗୁଜୁରାଟର ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ଜୀବନ ଯାଇଛି। ଡେପୁଟି ଏସପି ଚିରାଗ ଦେଶାଇ ଏହାକୁ ନିଶ୍ଚିତ କରିଛନ୍ତି। ଦେଶାଇ କହିଛନ୍ତି ଯେ ଭିଜନ୍ ଫ୍ଲାଇଂ ଇନଷ୍ଟିଚ୍ୟୁଟର … Read More

ଓଏଚପିସିର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ଦୀପ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ଜଳ ବିଦ୍ୟୁତ ନିଗମର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସନ୍ଦୀପ ପଟ୍ଟନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ମାନବ ସମ୍ବଳ ପରିଚାଳନା, ନେତୃତ୍ୱ, ଔଦ୍ୟୋଗିକ ବିକାଶ ଏବଂ ଦକ୍ଷତା ବିକାଶ ଆଦି କ୍ଷେତ୍ରରେ ତାଙ୍କର ଦୀର୍ଘ ତିନି … Read More

୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର : ଗଞ୍ଜାମ ପୁଲିସ ଜିଲା ଅଧିନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର କରିବା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ … Read More

ସୁନ୍ଦରଗଡ଼ ଜଙ୍ଗଲରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିକଟସ୍ଥ ଏକ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ତଲସରା ଥାନା ଅଧୀନସ୍ଥ ଏକ ଦୁର୍ଗମ ଅଞ୍ଚଳରେ ଏହି ଘଟଣା ଘଟିଛି। … Read More