୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ … Read More

ମନି ଲଣ୍ଡରିଂ ମାମଲା, ମହେଶବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ : ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)  ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ  ପ୍ରବର୍ତ୍ତନ … Read More

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ

ଭୁବନେଶ୍ୱର: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କର ବିୟୋଗ ଘଟିଛି । ତାଙ୍କ ସମ୍ମାନାର୍ଥେ ସାରା ଭାରତରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ । ଏନେଇ ୩ ଦିନ ଧରି ଶୋକ ପାଳିବ ରାଜ୍ୟ । … Read More

ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ … Read More