‘ମୋ ଭିତରେ ଥିବା କ୍ରୋଧକୁ ମୁଁ ଶବ୍ଦରେ ବଖାଣି ପାରୁନାହିଁ’ – ଶାହାରୁଖ

ପହଲଗାମ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶରଲୋକଙ୍କୁ ମର୍ମାହତ କରିଛି। ଏପରି ପରିସ୍ଥିତିରେ ରାଜନେତାମାନଙ୍କ ଠାରୁ ଆରମ୍ଭ କରି କ୍ରିକେଟ ଓ କଳାକାରମାନେ ଇନଷ୍ଟାଗ୍ରାମରେ ପୋଷ୍ଟ ଜରିଆରେ ଆତଙ୍କବାଦୀଙ୍କ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହିତ ଭାରତ ନିଶ୍ଚୟ … Read More

ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ … Read More

ଆରଆଇ, ଅମିନ ପରୀକ୍ଷା ଫଳ: ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍

ଭୁବନେଶ୍ୱର: ଆରଆଇ, ଅମିନ ପରୀକ୍ଷା ଫଳ ପ୍ରକାଶ ପାଇଛି। ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍ କରିଛନ୍ତି।ସମସ୍ତ ପରୀକ୍ଷାର୍ଥୀ ପାସ୍ କରିଥିବା ଓଏସଏସଏସସି ସୂଚନା ଦେଇଛି । ୨୦୨୪ ସେପ୍ଟେମ୍ୱର ୨୦ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ପ୍ରିଲିମ୍ ପରୀକ୍ଷା ହୋଇଥିଲା। ପ୍ରିଲିମନାରୀ … Read More

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓଏଚପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ … Read More

ଅଙ୍ଗନୱାଡି ସୁପର୍‌ଭାଇଜର୍‌ଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ: କ୍ୟାବିନେଟ୍ ନିଷ୍ପତ୍ତି

ଭୁବନେଶ୍ବର: କ୍ୟାବିନେଟ୍‌ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା … Read More

ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ … Read More

ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି। କୋର୍ଟ ପ୍ରତିଷ୍ଠା ଦିଗରେ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମହିଳା କୋର୍ଟ ପ୍ରତିଷ୍ଠା ହେଲେ … Read More

୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଲା ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଉତ୍କଳ ହସ୍ପିଟାଲରେ ଏକ ଜଟିଳ ଅସ୍ତ୍ରୋପଚାର ଜରିଆରେ ୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଛି ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା। ଅନୁଗୁଳ ଜିଲା ତାଳଚେର ଅଞ୍ଚଳର ଏହି ନାବାଳକ ଦୁର୍ଘଟଣାର ଶିକାର ହେବା ଫଳରେ ସାଇକେଲ ହାଣ୍ଡେଲ … Read More

ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ ଏନଏସି ଗଠନ ହେବ

ଭୁବନେଶ୍ବର: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଛ‌ାତିଥରା ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏକ ବଡ଼ ଖବର ଦେଇଛନ୍ତି। ଆକ୍ରମଣ ପରେ ଭୟରେ ଏକାଧିକ ପର୍ଯ୍ୟଟକ ଜମ୍ମୁ-କଶ୍ମୀର ଛାଡ଼ୁଥିବା ସେ … Read More