ଆଉ ଦୁଇଦିନ ତାତି, ରବିବାର କାଳବୈଶାଖୀର ସମ୍ଭାବନା
ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ … Read More