୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ … Read More

କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ

ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା ସମୟରେ … Read More

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ … Read More

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର … Read More

ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର, ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି

ମାଲକାନଗିରି : ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର । ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଂଚଳର କେନ୍ଦୁଗୁଡା ଏବଂ ସଲଗାଓଁପୁଟ ଜଙ୍ଗଲରେ ମାଓ ଡ଼ମ୍ପ ଉଦ୍ଧାର କରିଛନ୍ତି ବିଏସଏଫ୍ ଯବାନ । ଗୁଇନ୍ଦା ବିଭାଗ ସୂଚନା ପାଇ ୧୭୭ ବିଏସଏଫ ବାଟାଲିୟନ ପକ୍ଷରୁ … Read More

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ … Read More

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । … Read More

ଶିମିଳିପାଳରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ :  ଶିମିଳିପାଳରେ ଅଛନ୍ତି ୪୦ ମହାବଳ । ସେଥିମଧ୍ୟରୁ ୬ଟି ବାଘ ଶାବକ ଅଛନ୍ତି ।  ଚଳିତ ବର୍ଷ କ୍ୟାମେରା ଟ୍ରାପ୍ ରୁ ଏହା ସ୍ପଷ୍ଟ ହୋଇଛି ।  ଜିନତ୍ ଓ ଯମୁନା ବ୍ୟତୀତ ଶିମିଳିପାଳରେ ଥିବା ଆଡଲ୍ଟ ମହାବଳ … Read More

ଆତଙ୍କବାଦୀଙ୍କୁ ସମର୍ଥନ କରିବାର ଇତିହାସ ଆମର ରହିଛି: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ଆତଙ୍କବାଦୀଙ୍କୁ ସମର୍ଥନ କରିବା, ସେମାନଙ୍କୁ ନିଜ ମାଟିରେ ପାଳିବା ଏବଂ ପାଣ୍ଠି ଯୋଗାଉଥିବା ନେଇ ପାକିସ୍ତାନ ସ୍ଵୀକାର କରିଛି। ପାକିସ୍ତାନ ଆତଙ୍କାବାଦୀଙ୍କୁ ସମର୍ଥନ କରିବାର ଇତିହାସ ରହିଛି ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ସ୍କାଏ ନ୍ୟୁଜକୁ ସାକ୍ଷାତକାର ଦେବା … Read More

ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ। ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। … Read More