ଜମ୍ମୁ କାଶ୍ମୀର ସେନା ଟାର୍ଗେଟରେ ୧୪ ଜଣ ଆତଙ୍କବାଦୀ, ତାଲିକା ଜାରି କଲା ଗୁଇନ୍ଦା ବିଭାଗ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମିରରେ ୧୪ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରସ୍ତୁତ। ଗୁଇନ୍ଦା ତଥ୍ୟ ଆଧାରରେ ସ୍ଥାନୀୟ ଆତଙ୍କୀଙ୍କ ତାଲିକା ପ୍ରକାଶ। ସମସ୍ତଙ୍କର ବୟସ ୨୦ରୁ୪୦ ବର୍ଷ ମଧ୍ୟରେ ସୂଚନା। ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଆତଙ୍କୀଙ୍କୁ ସହଯୋଗ କରୁଥିଲେ। ଲୁଚି ରହିଥିବାର ବ୍ୟବସ୍ଥା ସହ … Read More

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ବିଧାନସଭା ପରିସରରେ ଆଜି ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଯୋଗଦେଇ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ … Read More

କାଲି ସୁଦ୍ଧା ଭୁବନେଶ୍ବର ଛାଡ଼ିବେ ପାକିସ୍ତାନୀ ମହିଳା : ଡିସିପି ଭୁବନେଶ୍ୱର

ଭୁବନେଶ୍ବର : ସମସ୍ତ ପାକିସ୍ତାନୀଙ୍କୁ ରାଜ୍ୟରୁ କାଢିବା ପାଇଁ ଭାରତ ସରକାରଙ୍କ ନିର୍ଦ୍ଦେଶ ରହିଛି । ଆମ ରାଜ୍ୟ ସରକାର ଚିହ୍ନଟ କରିବା ପାଇଁ ଜିଲ୍ଲା ଅଫିସକୁ ନିର୍ଦ୍ଦେଶ ଦେଇଛନ୍ତି । କମିଶନରେଟ ପୋଲିସ ଜଣେ ପାକିସ୍ଥାନୀ ଭୁବନେଶ୍ଵରରେ ରହିଥିବା ଚିହ୍ନଟ କରିଛନ୍ତି … Read More

ନୀରପେକ୍ଷ ତଦନ୍ତ ପାଇଁ ପାକିସ୍ତାନର ପ୍ରସ୍ତାବ

ନୂଆଦିଲ୍ଲୀ : ପହଲଗାମ୍ ହମ୍‌ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ ।  ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍। ଆରମ୍ଭ ରୁ ତୋଡ ଦେଖାଉଥିବା ପାକ୍ ଏବେ ନରମିଛି। ସିନ୍ଧୁ ଜଳଚୁକ୍ତି … Read More

ଦ୍ଵିତୀୟ ବିବାହ ପାଇଁ ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ ଗିରଫ

ଯାଜପୁର : ଦ୍ଵିତୀୟ ବିବାହ ପାଇଁ ଜନ୍ମ କଲା ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ଜଣ ଗିରଫ ।  ବାପା ସମେତ ପରିବାରର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଯାଜପୁର ଜିଲ୍ଲା ଜେନାପୁର ପୋଲିସ। ୨ଦିନ … Read More

ପହଲଗାମ ଆକ୍ରମଣ: ଭାରତକୁ ୟୁଏନଏସସିର ସମର୍ଥନ

ନ୍ୟୁୟର୍କ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଦୃଢ଼ ନିନ୍ଦା କରିଛି। ଏହା ସହିତ, ସୁରକ୍ଷା ପରିଷଦ ଏହି ନିନ୍ଦନୀୟ ଆତଙ୍କବାଦ କାର୍ଯ୍ୟର ଦୋଷୀ ଏବଂ ସେମାନଙ୍କର ସହାୟକମାନଙ୍କୁ ଦାୟୀ କରି ନ୍ୟାୟ ପ୍ରଦାନ କରିବାର … Read More

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା … Read More

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ ପଶ୍ଚିମବଙ୍ଗ ଉପରେ … Read More

ପହଲଗାମ୍ ଆକ୍ରମଣକୁ ସହ୍ୟ କରାଯାଇପାରିବ ନାହିଁ: ଗାଙ୍ଗୁଲି

ମୁମ୍ବାଇ: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ଏଥିରେ ୨୮ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣ ପରେ, ସମଗ୍ର ଦେଶରେ ଶୋକ ଏବଂ କ୍ରୋଧର ପରିବେଶ ରହିଛି। ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ … Read More

ଜୁଆଲ୍ ଓରାମଙ୍କ ନୂଆ ବ୍ୟକ୍ତିଗତ ସଚିବ ହେଲେ ଅମିତ କୁମାର

ଭୁବନେଶ୍ୱର: ଝାଡ଼ଖଣ୍ଡ-କ୍ୟାଡର ଆଇଏଏସ୍ ଅଧିକାରୀ ଅମିତ କୁମାରଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଆଲ୍ ଓରାମଙ୍କ ବ୍ୟକ୍ତିଗତ ସଚିବ (ପିଏସ୍) ଭାବରେ ନିଯୁକ୍ତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଏପ୍ରିଲ ୨୫ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି … Read More