ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ … Read More

ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ

ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି ଯାଉଥିବା … Read More

ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି … Read More