ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ … Read More

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ … Read More

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି … Read More

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା … Read More

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ … Read More

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ ।  ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ ।  ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ … Read More

ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର … Read More

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା … Read More

ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ

ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ ।  ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି ।  ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । … Read More

ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ

ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । … Read More