ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପହଲଗାମ୍ ଆତଙ୍କୀ ହମଲାକୁ ନେଇ ବଡ଼ ଧରଣର ଆଲୋଚନା। ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ … Read More