ଏବେ ଲଢ଼େଇ ଡିପ୍ଲୋମାଟିକ୍ ନୁହେଁ କାଇନେଟିକ୍ ହେବ: ଶଶି ଥରୁରଙ୍କ ଚେତାବନୀ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ସେହି ସମୟରେ, ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର ନିଷ୍ପତ୍ତି ନେଇଛନ୍ତି। ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବହୁତ ବୃଦ୍ଧି ପାଇଛି। ଏହି ସମୟରେ … Read More

ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ

ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ … Read More

ପହଲ୍‌ଗାମ୍‌ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ : କଟକରେ ଏନଆଇଏ ଟିମ୍‌ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍‌ ମଙ୍ଗଳବାର ପଚରାଉଚରା କରିଛନ୍ତି। ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ … Read More

ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ … Read More

‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁ‌ବନେଶ୍ବର: ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ପ୍ରଥମ ଥର ଲାଗି ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ କହିଛନ୍ତି। ଆୟୁଷ୍ମାନରେ ଅବହେଳା କଲେ ଦୃଢ଼ … Read More

ଭାରତର ଯୁଦ୍ଧାଭ୍ୟାସ ନେଇ ପାକିସ୍ତାନ ଭୟଭୀତ: ଇସଲାମାବାଦ-ରାୱଲପିଣ୍ଡିରେ ଉଡୁଛି ଯୁଦ୍ଧ ବିମାନ

ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନ ବାୟୁସେନା କରାଚୀ, ଇସଲାମାବାଦ, ରାୱଲପିଣ୍ଡି ଏବଂ ସ୍କାର୍ଦୁ ଉପରେ ବିମାନ ପାଟ୍ରୋଲିଂକୁ ଯଥେଷ୍ଟ ବୃଦ୍ଧି କରିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ଯେକୌଣସି ସମୟରେ ପାକିସ୍ତାନ ଉପରେ ଆକ୍ରମଣ କରିପାରେ। ଭାରତୀୟ … Read More

ସେନାକୁ ନିଷ୍ପତ୍ତି ନେବାର ଅଧିକାର ଦେଲେ ସରକାର : ଆକ୍ରମଣର ଲକ୍ଷ୍ୟ ଓ ସମୟ ସ୍ଥିର କରିବ ସେନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ପାକିସ୍ତାନକୁ ଜବାବ ଦେବାକୁ ଏହି ବୈଠକରେ ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି । ସେନା ଆକ୍ରମଣର ଟାର୍ଗେଟ୍ ଓ ସମୟ ସ୍ଥିର … Read More

ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ

ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ। ଏକ୍ସିଅମ … Read More

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତୀ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି । … Read More

ପାକିସ୍ତାନ ହେବ ଦୁଇଭାଗ: ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ହେବ!

ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସିନ୍ଧ୍ ପ୍ରଦେଶରେ ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ପାଇଁ ବ୍ୟାପକ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ଲୋକମାନେ ବିପର୍ଯ୍ୟୟରେ ସୁଯୋଗ ଖୋଜିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହା ଦେଖାଯାଉଛି ଯେ, ସେମାନେ ଭାରତର … Read More