ମେ’ ୧ ଓ ୨ରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ
ନୂଆଦିଲ୍ଲୀ : ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ମେ’ ପହିଲା ଓ ୨ ତାରିଖରେ ମହାରାଷ୍ଟ୍ରର ଲୋନାଭାଲାଠାରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ ଆୟୋଜନ କରାଯିବ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଭାରତରେ ଆୟୁଷ ଭିତ୍ତିକ ସ୍ୱାସ୍ଥ୍ୟସେବାର ଭବିଷ୍ୟତ ଗଠନ ପାଇଁ ଏକ … Read More