ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ

ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍‌ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ … Read More

ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ

ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ … Read More

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ … Read More

ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ

ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି। ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ … Read More