୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି
ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଶ୍ରୀମତୀ ନାୟକଙ୍କୁ ଗିରଫ କରିଛି। ଏଥି ସହିତ ଭିଜିଲାନ୍ସ ଟିମ୍ … Read More