ପାକିସ୍ତାନର ପ୍ରତିଛବି ସୁଧାରିବାକୁ ଚେଷ୍ଟା କରୁଥିଲେ ଜ୍ୟୋତି

ନୂଆଦିଲ୍ଲୀ: ହରିୟାଣାର ହିସାରର ବାସିନ୍ଦା ଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଅପରେସନ ସିନ୍ଦୂର ପରେ ଗୁପ୍ତଚର ଅଭିଯୋଗରେ ଗିରଫ କରାଯାଇଛି। ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି, ଜ୍ୟୋତି ପାକିସ୍ତାନର ଲୋକପ୍ରିୟ ୟୁଟ୍ୟୁବର ଜୀଶାନ ହୁସେନଙ୍କ ସହ ନିରନ୍ତର ଯୋଗାଯୋଗରେ ଥିଲେ। ସେମାନେ ଏକାଠି … Read More

‘ସମ୍ବଲପୁରକୁ ବୃହତ ମହାନଗର ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ’

ସମ୍ବଲପୁର: ରବିବାର ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା … Read More

ଇନ୍ଫୋଭ୍ୟାଲି ଅଞ୍ଚଳରେ ଗୁଳିକାଣ୍ଡ ଘଟଣା, ଏମ୍ସ ହସ୍ପିଟାଲରେ ଆହତ

ଭୁବନେଶ୍ୱର : ଇନ୍ଫୋଭ୍ୟାଲି ଅଞ୍ଚଳର ଗୁଳିକାଣ୍ଡ ଘଟଣା । ପିତାପଲ୍ଳୀ ରାସ୍ତାରେ ରୋଡ ରେଜକୁ ନେଇ ଗୁଳି ଚାଳନା ହୋଇଚି । ଗୁଳି କାଣ୍ଡରେ ଆହତ ହୋଇଛନ୍ତି ଦୀପକ ଏବଂ ଗଣ୍ଡଗୋଳରେ ଆହତ ହୋଇଛନ୍ତି ତାଙ୍କ ଭାଇ । ଗତକାଲି ସନ୍ଧ୍ୟାରେ ଗଣ୍ଡଗୋଳ … Read More

ଅପରେସନ ସିନ୍ଦୂରକୁ ଅପରେସନ ବ୍ଲୁ ଷ୍ଟାର କହିଦେଲେ କଂଗ୍ରେସ ନେତ୍ରୀ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ, ଭାରତୀୟ ସୁରକ୍ଷା ବାହିନୀ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା ଏବଂ ପାକିସ୍ତାନ ଏବଂ ଆତଙ୍କବାଦୀମାନଙ୍କୁ ଏପରି ଏକ ଶିକ୍ଷା ଦେଇଥିଲା ଯାହାକୁ ସେମାନେ ବର୍ଷ ବର୍ଷ ଧରି ଭୁଲିପାରିବେ ନାହିଁ। ତେବେ ବିରୋଧୀ କଂଗ୍ରେସ ଏହି … Read More

ସନ୍ଧ୍ୟା ୫ଟା୩୦ ପୂର୍ବରୁ ଅଫିସ ଛାଡିପାରିବେନି ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀ

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶନାମା । ସାଢ଼େ ୫ଟା ପୂର୍ବରୁ ଅଫିସ ଛାଡ଼ିପାରିବେ ନାହିଁ କର୍ମଚାରୀ । ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀମାନେ ସକାଳ ୧୦ଟା ସମୟରେ ଅଫିସ ଆସିବେ ଆଉ ସନ୍ଧ୍ୟା … Read More

ତେଜପ୍ରତାପଙ୍କୁ ୬ ବର୍ଷ ପାଇଁ ନିଲମ୍ବନ କଲେ ଆରଜେଡି ସୁପ୍ରିମୋ

ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ତାଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରବିବାର ଲାଲୁ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ … Read More

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ ଶେଷ … Read More

କଟକ ଚୌଦ୍ବାର ଜେଲରେ ବିଚାରାଧୀନ କଏଦୀର ଆତ୍ମହତ୍ୟା

କଟକ: କଟକ ଚୌଦ୍ଵାର ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି । ଜେଲ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ କଏଦୀ ଜଣକଙ୍କ ପରିଚୟ ହେଉଛି ଟାଙ୍ଗୀ ଜରିପଡ଼ାର ବିଷ୍ଣୁପ୍ରସାଦ … Read More

୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ନିର୍ବାଚନ କମିଶନ ୪ ରାଜ୍ୟର ପାଞ୍ଚଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ … Read More

ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ

ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ । … Read More