ଭୁବନେଶ୍ୱରରେ କରୋନା: ସାବଧାନ, ଏହି ବ୍ଲଡଗ୍ରୁପର ଲୋକଙ୍କୁ ହୋଇପାରେ ସଂକ୍ରମଣ !

ଭୁବନେଶ୍ୱର, ୨୨।୫: ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ତେବେ ନିକଟରେ ଏକ ସାମ୍ପ୍ରତିକ ଅନୁସନ୍ଧାନରେ ଜଣାପଡିଛି ଯେ, A, B ଏବଂ … Read More

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। … Read More

ଏସ୍‌ସିଏସ୍‌ଟିଙ୍କ ଜମି କିଣିବେ ସରକାର, ଗଠନ ହେବ କର୍ପସ୍ ଫଣ୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ପାଇଁ ଏକ ନୂଆ ପଦକ୍ଷେପ ନେଇଛନ୍ତି। ସରକାରଙ୍କ ନୂଆ ଯୋଜନା ଅନୁସାରେ ଆଦିବାସୀଙ୍କ ଜମି ଉପରେ ପ୍ରଭାବଶାଳୀ ବ୍ୟକ୍ତିମାନେ ନଜର ପକାଇପାରିବେ ନାହିଁ। ସେହିପରି ଧନୀ ଲୋକ ଆଉ … Read More

ଚାକିରି କରିଥିବା ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ପର୍ଯ୍ୟନ୍ତ ବଢ଼ିଲା

କଟକ: ଚାକିରି କରିଥିବା ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି, ୨୦୨୫ପାଇଁ ଅନଲାଇନ୍ ପଞ୍ଜୀକରଣକୁ ୨୭ ମେ’ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା ପ୍ରକାଶ ପାଇଛି। ସ୍ୱତନ୍ତ୍ର ଓଡ଼ିଶା … Read More

ଆମେରିକାରେ ଦୁଇ ଇସ୍ରାଏଲୀ କୂଟନୀତିଜ୍ଞଙ୍କୁ ହତ୍ୟା, ନେତାନ୍ୟାହୁ କହିଲେ ପ୍ରତିଶୋଧ ନେବୁ

ତେଲ ଅଭିଭ୍ : ୱାଶିଂଟନର ଯିହୂଦୀ ସଂଗ୍ରହାଳୟ ବାହାରେ ଦୁଇ ଜଣ ଇସ୍ରାଏଲୀ କୂଟନୀତିଜ୍ଞଙ୍କୁ ନିର୍ମମ ହତ୍ୟା କରାଯାଇଛି । ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିନ୍ଦା କରିଛନ୍ତି । ଏହି ଆକ୍ରମଣ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ … Read More

ସର୍ଚ୍ଚ ଅପରେସନ୍ ସମୟରେ ଜଣେ ଯବାନ ସହିଦ; ଦୁଇଜଣ ଆତଙ୍କବାଦୀ ନିହତ

ଜମ୍ମୁ- କାଶ୍ମୀର: ଜମ୍ମୁ- କାଶ୍ମୀରର କିସ୍ତୱାରରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ସମୟରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଭାରତୀୟ ସେନାର ହ୍ୱାଇଟ୍ ନାଇଟ୍ କୋର ପକ୍ଷରୁ ପ୍ରକାଶ, ‘ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମଧ୍ୟରେ … Read More

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ୟୁଏଇର ସମର୍ଥନ

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଭାରତର ନୀତି ଏବଂ ଅପରେସନ ସିନ୍ଦୁର ଉପରେ ଭାରତର ନୀତି ସଂପର୍କରେ ଅବଗତ କରିବା ପାଇଁ ଶିବସେନା ସାଂସଦ ଶ୍ରୀକାନ୍ତ ସିନ୍ଦେଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ପ୍ରତିନିଧି ଦଳ ୟୁଏଇର ଆବୁଧାବିରେ ପହଞ୍ଚିଛି। ସେ ୟୁଏଇ … Read More

ବଢିଲା ଜ୍ୟୋତିଙ୍କ ଅଡୁଆ-ପୁଣି ୪ଦିନିଆ ରିମାଣ୍ଡରେ ନେଲା ପୁଲିସ

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ କୋର୍ଟରୁ ଲାଗିଛି ଆଉ ଏକ ଝଟକା । ଜ୍ୟୋତିଙ୍କୁ ପୁଣି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ୫ଦିନିଆ ରିମାଣ୍ଡ ଅବଧି ଶେଷ ହେବା … Read More

ହାର୍ଟ ଲ୍ୟାମ୍ପ ପୁସ୍ତକ ପାଇଁ କନ୍ନଡ଼ ଲେଖିକା ବାନୁ ମୁସ୍ତାକ ପାଇଲେ ଅନ୍ତର୍ଜାତୀୟ ବୁକର୍ ପୁରସ୍କାର

ବେଙ୍ଗାଲୁରୁ : ଭାରତୀୟ ଲେଖକ, ଓକିଲ ଏବଂ ସାମାଜିକ କାର୍ଯ୍ୟକର୍ତ୍ତା ବାନୁ ମୁସ୍ତାକ ତାଙ୍କ କ୍ଷୁଦ୍ର ଗଳ୍ପ ସଂଗ୍ରହ ‘ହାର୍ଟ ଲ୍ୟାମ୍ପ’ ପାଇଁ ଅନ୍ତର୍ଜାତୀୟ ବୁକର୍ ପୁରସ୍କାର ଜିତିଛନ୍ତି। ଏହି ସମ୍ମାନଜନକ ପୁରସ୍କାର ପାଇବାରେ କନ୍ନଡ ଭାଷାରେ ଲିଖିତ ଏହା ହେଉଛି … Read More

ପହଲଗାଓଁ ଆକ୍ରମଣକୁ ପୁରିଲା ମାସେ, କୁଆଡେ ଗଲେ ୩ଆତଙ୍କୀ

ନୂଆଦିଲ୍ଲୀ :   ଦିନ ଥିଲା ଏପ୍ରିଲ ୨୨ । ପହଲଗାଓଁର ଶାନ୍ତ ପରିବେଶରେ ପ୍ରିୟଜନଙ୍କ ସହିତ ବୁଲିବାର ମଜା ଉଠାଉଥିଲେ ପର୍ଯ୍ୟଟକ । ହେଲେ ହଠାତ ଆତଙ୍କୀଙ୍କ ଗୁଳିରେ ରକ୍ତରେ ଲାଲ୍‍ ହୋଇଯାଇଥିଲା ସେଠାକାର ମାଟି ମା । ଭାରତର ମିନି … Read More