ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଦୁଇ ଦିନରେ ଘରେ ପଶିଲେଣି ୨ ଅଜଣା ବ୍ୟକ୍ତି

ମୁମ୍ବଇ: ବଲିଉଡ଼ ସୁପରଷ୍ଟାର ସଲମାନ ଖାନଙ୍କ ସୁରକ୍ଷାରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଦୁଇ ଦିନ ମଧ୍ୟରେ ଦୁଇଜଣ ଅଜଣା ବ୍ୟକ୍ତି ସଲମାନ ଖାନଙ୍କ ଘରେ ପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି। ପୂର୍ବରୁ ମେ’ ୨୦ ତାରିଖରେ ଜଣେ ବ୍ୟକ୍ତି ସଲମାନ … Read More

ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ ଦାଖଲ କଲା ସିବିଆଇ

ଜମ୍ମୁ-କଶ୍ମୀର,(୨୨।୫): କିରୁ ହାଇଡ୍ରୋ ପ୍ରୋଜେକ୍ଟ ଦୁର୍ନୀତି ମାମଲାରେ ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ନାଁରେ ଗୁରୁବାର ସିବିଆଇ ଚାର୍ଜସିଟ ଦାଖଲ କରିଛି। ଏପରିକି ସିବିଆଇ ସତ୍ୟପାଲଙ୍କ ୨ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ୪ ଜଣଙ୍କ ନାଁରେ ମଧ୍ୟ ଚାର୍ଜସିଟ … Read More

ସୀମା ଟପିଛି ଇଡ଼ି : ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ ବିଚାରପତି … Read More

ଏବର୍ଷ ୭୫୦ ଜଣ ଯିବେ କୈଳାଶ ମାନସରୋବର

ନୂଆଦିଲ୍ଲୀ: ବେଶ କିଛିବର୍ଷ ବନ୍ଦ ରହିବା ପରେ ଏବର୍ଷ ପୁଣି ଥରେ ଆରମ୍ଭ ହେଉଛି ପ୍ରସିଦ୍ଧ କୈଳାଶ ମାନସରୋବର ଯାତ୍ରା । ଏଥର ଭାରତରୁ ୭୫୦ ଜଣ ତୀର୍ଥଯାତ୍ରୀଙ୍କୁ ଏହି ଯାତ୍ରା ପାଇଁ ଚୟନ କରାଯାଇଛି । ୨୦୨୦ରେ କୋଭିଡ ମହାମାରୀ … Read More

ପାକିସ୍ତାନକୁ କୁହ ଆତଙ୍କବାଦ ବନ୍ଦ କରୁ : ତୁର୍କୀକୁ କହିଲା ଭାରତ

ନୂଆଦିଲ୍ଲୀ : ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ … Read More

୨୭ରେ ଲଘୁଚାପ ! ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ

ଭୁବନେଶ୍ବର : ଆସୁଛି ଲଘୁଚାପ ! ମେ’ ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ … Read More

ପୁଣି ନିମ୍ନଗାମୀ ସେୟାର୍‌ ମାର୍କେଟ: ସେନ୍‌ସେକ୍ସ ୧୦୦୦ ପଏଣ୍ଟ୍‌ ଖସିଲା

ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍‌ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି। ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ … Read More

ଏବେ ମୋଦିର ଶିରାପ୍ରଶିରାରେ ରକ୍ତ ନୁହେଁ ଗରମ ସିନ୍ଦୂର ପ୍ରବାହିତ ହେଉଛି…

ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି…….ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ … Read More

ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ସନ୍ତୋଷ କୁମାର ଦାଶ । ଆସନ୍ତା ଜୁନ୍ ୨୩ ତାରିଖରେ ହୋଇଥାଆନ୍ତା ପଞ୍ଚାୟତ ଉପନିର୍ବାଚନ । ଏନେଇ … Read More

ମୋଦୀଙ୍କ ଫଟୋ ଥିବା ନେକଲେସ ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ମୁମ୍ବାଇ: ପ୍ରତିବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଫ୍ୟାସନ ସହିତ ଜଡ଼ିତ କିଛି ନୂଆ ଜିନିଷକୁ ଉପସ୍ଥାପନ କରାଯାଇଥାଏ। ଚଳିତବର୍ଷ ଅଭିନେତ୍ରୀ ରୁଚି ଗୁଜ୍ଜର ପିନ୍ଧିଥିବା ନେକଲେସ  ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅଭିନେତ୍ରୀ ତଥା ମଡେଲ ରୁଚି ଗୁଜ୍ଜର ୨୦୨୫ ମସିହାରେ … Read More