କେମିତି କୋଟିପତି ହେଲେ ପୁରୀ ଝିଅ ପ୍ରିୟଙ୍କା ସେନାପତି, ଫିଟିଲା ବଡ଼ ଗୁମର !

ଭୁବନେଶ୍ୱର,୨୦।୫: ପୁରୀର ଝିଅ ପ୍ରିୟଙ୍କା ସେନାପତି ଏବେ ଚର୍ଚ୍ଚାରେ। ସେ ପାକିସ୍ତାନୀ ସ୍ପାଏ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କରେ ଥିବାରୁ ତାଙ୍କୁ ନେଇ ତଦନ୍ତ ଜାରି ରହିଛି। ଜାତୀୟ ତଦନ୍ତକାରୀ ସଂସ୍ଥା ପ୍ରିୟଙ୍କାଙ୍କ ଉପରେ କଡ଼ା ନଜର ରଖିଛି । ତେବେ ପ୍ରିୟଙ୍କା … Read More

ଯୁକ୍ତ ୨ ଫଳ ପ୍ରକାଶନରେ ବିଳମ୍ବ: ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସରକାର ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି। ଫଳରେ ଆଜି ଶେଷ ହେଉଥିବା ଆବେଦନ ଅବଧି ଜୁନ … Read More

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଯୁକ୍ତ ୨ ପରୀକ୍ଷା-୨୦୨୫ ଫଳ ବୁଧବାର ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି … Read More

ସମାଜ କଲ୍ୟାଣ ବୋର୍ଡକୁ କ୍ରିୟାଶୀଳ କରିବେ ସରକାର

ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ ରାଜ୍ୟ … Read More

କାଠଯୋଡ଼ିରେ ଗାଧୋଇବା ବେଳେ ଦୁଇ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ: ଆଜି ମିଳିଲା ଆଉ ଏକ ମୃତଦେହ

କଟକ: କଟକ ସିଡିଏ ସେକ୍ଟର ୧୧ ନିକଟରେ ଗତକାଲି କାଠଯୋଡ଼ିରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇଜଣ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଥିଲା। ଗତକାଲି ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଅନ୍ୟ ଜଣେ ନିଖୋଜ ଥିଲେ। ଆଜି ସକାଳେ ଅନ୍ୟ … Read More

ଦେଶର ସର୍ବବୃହତ୍ ଫ୍ରେଞ୍ଚ ଫ୍ରାଇଜ କାରଖାନା ଉଦ୍‌ଘାଟିତ, ଗୁଜରାଟରେ ୧୦୦୦ କୋଟି ନିବେଶ କଲା ଫାଲକନ ଏଗ୍ରିଫ୍ରିଜ୍

ମେହସାନା : ଓଡ଼ିଶାର ଅଗ୍ରଣୀ ବ୍ୟବସାୟ ପ୍ରତିଷ୍ଠାନ ଫାଲକନ ଗ୍ରୁପ ପକ୍ଷରୁ ଫାଲକନ ଏଗ୍ରିଫ୍ରିଜ ଫୁଡ୍ସ ପ୍ରାଇଭେଟ୍ ଲିମିଟେଡ ଜରିଆରେ ଗୁଜରାଟର ମେହସାନାରେ ନୂଆ ଫ୍ରୋଜେନ ପଟାଟୋ କାରଖାନା ସ୍ଥାପନ କରାଯାଇଛି। ତାହା ହେଉଛି ଦେଶର ସର୍ବବୃହତ ଫ୍ରେଞ୍ଚ ଫ୍ରାଇଜ କାରଖାନା, … Read More

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି … Read More

ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀରେ ଯୋଗଦେବା ପାଇଁ ଭୁଟାନ ଗଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

ଭୁବନେଶ୍ୱର: ବିଶ୍ୱ ବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀରେ ଯୋଗଦେବା ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁଟାନ ଯାଇଛନ୍ତି। ବିଶ୍ୱ ବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଶ୍ରମ ଗତିଶୀଳତା ସମ୍ମିଳନୀ, ମେ’ ୨୦ ଏବଂ … Read More

ଗରିବ, ଅସହାୟଙ୍କୁ ସହାୟତା ଦେବା ଆମ ସରକାରଙ୍କ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ … Read More

ଝାରସୁଗୁଡ଼ାରେ ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତଙ୍କ ସମୀକ୍ଷା ବୈଠକ

ଝାରସୁଗୁଡ଼ା: ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତ ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ସୋମବାର ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱନେ, ଏସପି ସ୍ମିତ ପି ପରମାର ତାଙ୍କୁ ସ୍ବାଗତ କରିଥିଲେ। … Read More