ଲିଙ୍ଗରାଜ ମନ୍ଦିର ଉପରେ ୧୫ ମିନିଟ୍ ଧରି ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ୍: ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଉପରେ ପ୍ରାୟ ୧୫ ମିନିଟ୍ ଧରି ଏକ ସନ୍ଦିଗ୍ଧ ଡ୍ରୋନ୍ ଉଡୁଥିବାର ଦେଖାଯାଇଥିବା ଜଣାପଡ଼ିଛି। ଏହା ପରେ ମନ୍ଦିରରେ ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। କିଛି ସେବାୟତ ସନ୍ଧ୍ୟା ୫.୧୫ ରୁ ୫.୩୦ ପର୍ଯ୍ୟନ୍ତ … Read More

ଦୂଷିତ ପାଣିରେ ସ୍ନାନ କରୁଛନ୍ତି ବାବାମଣି, ପ୍ରଶାସନର ଚିନ୍ତା ନାହିଁ

ଆରଡି: ଗ୍ରୀଷ୍ମର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିପୀଠରେ ଏହା ପ୍ରହସନ ପାଲଟିଛି। ବ୍ଲକ ପ୍ରଶାସନ ପକ୍ଷରୁ ହାତ ଗଣତିରେ ଥିବା ୩ଟି ଜଳଛତ୍ର ଖୋଲାଯାଇଛି। ହେଲେ ଜଳଛତ୍ରରେ କେଉଁଠି … Read More

ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଓଡ଼ିଶାର ଘରକୁ ଘର ବୁଲି ସର୍ବେକ୍ଷଣ ଦେଶ ପାଇଁ ଉଦାହରଣ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ, ସ୍କୁଲ ଭିତ୍ତିଭୂମିର ଉନ୍ନତିକରଣ, ଜାତୀୟ ପାଠ୍ୟକ୍ରମ ରୂପରେଖ ସହିତ ସମନ୍ୱୟ ରଖି ପାଠ୍ୟପୁସ୍ତକ ଏବଂ ଶିକ୍ଷଣ … Read More

ନୁହରୁ ଆଉଜଣେ ପାକ୍ ଗୁପ୍ତଚର ଗିରଫ, ହ୍ୱାଟ୍ସଆପ୍ ଚାଟ୍‌ରୁ ମିଳିଲା ଦେଶଦ୍ରୋହର ପ୍ରମାଣ

ନୁହ: ପାକିସ୍ତାନୀ ଗୁପ୍ତଚର ନେଟୱର୍କ ବିରୋଧରେ ହରିୟାଣା ପୁଲିସ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଆଉ ଏକ ବଡ଼ ସଫଳତା ମିଳିଛି। ପାକିସ୍ତାନ ପାଇଁ ଗୁପ୍ତଚର କାମ କରିବା ଅଭିଯୋଗରେ ନୁହ ଜିଲାରେ ପୁଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଆଉ ଜଣେ … Read More

ବ୍ଲାକଆଉଟ୍‌ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚରି କରିବା ଅଭିଯୋଗରେ ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଅପରେସନ ‘ସିନ୍ଦୂର’ରେ ବ୍ଲାକଆଉଟ୍ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ଯୋଗାଯୋଗରେ ରହିଥିଲେ। ଏପରି କି ଅପରେସନ ସିନ୍ଦୂରର ଦିନକ ପୂର୍ବରୁ ଅର୍ଥାତ ମେ … Read More

ଉଦୟ ସିଂହ ହେଲେ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି

ନୂଆଦିଲ୍ଲୀ : ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟିର ପ୍ରଥମ ରାଷ୍ଟ୍ରୀୟ ସଭାପତି ହୋଇଛନ୍ତି ଉଦୟ ସିଂହ। ସେ ପୂର୍ବରୁ ବିଜେପିର ସାଂସଦ ଥିଲେ। ସୋମବାର ପ୍ରଶାନ୍ତ ନିଜ ଦଳର ରାଷ୍ଟ୍ରୀୟ ସଭାପତି ଭାବେ ଉଦୟଙ୍କ ନାମ ଘୋଷଣା କରିଛନ୍ତି। ଆଗାମୀ … Read More

ପହଲଗାଓଁ ଆକ୍ରମଣ ପରେ ପାକ୍ ଦୂତାବାସକୁ କେକ୍ ନେଇ ଯାଉଥିବା ବ୍ୟକ୍ତିଙ୍କ ସହ ଜ୍ୟୋତିଙ୍କର ରହିଛି ସମ୍ପର୍କ, ସାମ୍ନାକୁ ଆସିଲା ଉଭୟଙ୍କ ଫଟୋ

ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପରେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସରେ କେକ୍‌ କଟାଯାଇଥିଲା। ଏହାକୁ ନେଇ ସେତେବେଳେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଦୂତାବାସକୁ କେକ୍‌ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଘେରିଯାଇ ନାନା ପ୍ରଶ୍ନ କରିଥିଲେ। … Read More

ଜଳପ୍ରଳୟ, ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବେଙ୍ଗାଲୁରୁ ,୧୯।୫: ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇପଡିଛି ବେଙ୍ଗାଲୁରୁ ସହର । ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଫଳରେ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏପରିକି ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି … Read More

୧୨,୦୦୦ କୋଟି ଟଙ୍କା ଅତିକ୍ରମକଲା ଭାରତରେ ଟ୍ରାଫିକ ଜରିମାନା, ଅନେକ ଦେଶର GDP ପଡିଲା ପଛରେ: ରିପୋର୍ଟ

ନୁଆଦିଲ୍ଲୀ,୧୯।୫: CARS24 ଦ୍ୱାରା ପ୍ରକାଶିତ ଏକ ସାମ୍ପ୍ରତିକ ସର୍ଭେ ରିପୋର୍ଟ ଅନୁଯାୟୀ, ଭାରତରେ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଲାଗୁ ହୋଇଥିବା ଜରିମାନା ଅନେକ ଛୋଟ ଦେଶର GDPକୁ ଅତିକ୍ରମ କରିଛି। ୨୦୨୪ ରିପୋର୍ଟ ଅନୁସାରେ, ପ୍ରାୟ ୮ କୋଟି ଟ୍ରାଫିକ … Read More

ଭାରତ ଧର୍ମଶାଳା ନୁହେଁ, ସମସ୍ତଙ୍କୁ ଏଠାରେ ଆଶ୍ରୟ କାହିଁକି ଦିଆଯିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଶରଣାର୍ଥୀଙ୍କ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ ଭାରତ ଧର୍ମଶାଳା ନୁହେଁ। ସାରା ବିଶ୍ୱରୁ ଆସୁଥିବା ଲୋକଙ୍କୁ ଆଶ୍ରୟ ଦେବାର କୌଣସି ଯଥାର୍ଥତା ନାହିଁ। ଭାରତ ସବୁ ଲୋକଙ୍କୁ କାହିଁକି ଆଶ୍ରୟ ଦେବ… … Read More