ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ

ଜେରୁଜେଲମ: ହମାସର ଗାଜା ମୁଖ୍ୟ ମହମ୍ମଦ ସିନଓ୍ବାରକୁ ନିପାତ କରିବା ପରେ ଇସ୍ରାଏଲୀ ସେନା ଆଉ ଏକ ବଡ଼ ସଫଳତା ହାସଲ କରିଛି। ଇସ୍ରାଏଲୀ ସେନା (ଆଇଡିଏଫ୍) ଲେବାନନରେ ଏକ ବିମାନ ଆକ୍ରମଣରେ ଜଣେ ଶୀର୍ଷ ହିଜବୁଲ୍ଲା କମାଣ୍ଡରଙ୍କୁ ହତ୍ୟା କରିଛି। … Read More

ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ଚଢାଉ, ଭଡ଼ାରେ ରଖୁଥିବା ମାଲିକଙ୍କ ପରିଚୟ ପତ୍ର ଯାଞ୍ଚ

ଜଳେଶ୍ୱର : ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପୋଲିସ ଚଢାଉ । ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ସାହାବାଜିପୁର ଗାଁରେ ଚଢାଉ କରିଛି ପୋଲିସ । ଗତ ୨୫ ତାରିଖରେ ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ … Read More

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାରମାସୀ ଦଣ୍ଡା ସ୍ଥିତ ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର। ପଞ୍ଚରିଡ଼ା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ … Read More

ଆତଙ୍କବାଦୀ ଆକ୍ରମଣରେ ପ୍ରାଣହରାଇଥିବା ଶୁଭମଙ୍କ ସ୍ତ୍ରୀଙ୍କୁ ଭେଟିଲେ ମୋଦୀ

କାନପୁର: ଉତ୍ତରପ୍ରଦେଶର କାନପୁରର ବ୍ୟବସାୟୀ ଶୁଭମ୍ ଦ୍ବିବେଦୀ ନିକଟରେ ପରିବାର ସହ ଜମ୍ମୁ-କାଶ୍ମୀର ପହଲଗାମକୁ ବୁଲିବାକୁ ଯାଇଥିଲେ। ଏହି ସମୟରେ କେହି କିଛି ବୁଝିବା ପୂର୍ବରୁ ସେଠାରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳି କରିବା ଆରମ୍ଭ କରି ଦେଇଥିଲେ। ଆତଙ୍କବାଦୀଙ୍କ ପ୍ରଥମ … Read More

ରାଜଧାନୀ ୟୁନିଟ୍ ୪ ମାର୍କେଟରେ ସ୍ପେଶାଲ କ୍ରାଇମ ୟୁନିଟର ଚଢ଼ାଉ, ବିପୁଳ ଗଞ୍ଜେଇ ଜବତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୟୁନିଟ୍‌-୪ ମାର୍କେଟ ଅଞ୍ଚଳରେ ଓଡ଼ିଶା ପୁଲିସ ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଦ୍ୱାରା ମିଳିତ ଚଢ଼ାଉ କରାଯାଇ ଏକ ବଡ଼ ଧରଣର ଗଞ୍ଜେଇ ବ୍ୟବସାୟ ରାକେଟର ପର୍ଦାଫାଶ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣରେ ଗଞ୍ଜେଇ … Read More

ଲାହୋରରେ ଦେଖାଦେଲା ପହଲଗାଓଁ ଆକ୍ରମଣର ଷଡ଼ଯନ୍ତ୍ରକାରୀ

ସାମ୍ନାକୁ ଆସିଛି ପହଲଗାଓଁ ଆକ୍ରମଣର ଷଡ଼ଯନ୍ତ୍ରକାରୀ ସଇଫୁଲ୍ଲା କସୁରୀ। ଲାହୋରରେ ଏକ ଶୋଭାଯାତ୍ରାରେ କସୁରୀ ଯୋଗଦେଇଥିବାବେଳେ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ, ସୁରକ୍ଷାକର୍ମୀ, ଲଶ୍କର ଆତଙ୍କୀ ସଂଗଠନର କମାଣ୍ଡର ତା’କୁ ଘେରି ରହିଥିଲେ। ପହଲଗାଓଁ ଆକ୍ରମଣର ଅଭିଯୁକ୍ତ ହେବା ପରେ ସେମାନେ … Read More

୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଇଡିର ଉପନିର୍ଦ୍ଦେଶକ

ଭୁବନେଶ୍ବର: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ହାତରେ ଗତକାଲି ଗିରଫ ହୋଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ବର ଶାଖାର ଅତିରିକ୍ତ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଆଜି ଗିରଫ ହୋଇଛନ୍ତି। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ୨୦୧୩ ବ୍ୟାଚ୍‌ର … Read More

ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା -ସୁପ୍ରିମ ନିଷ୍ପତ୍ତି

ନୂଆଦିଲ୍ଲୀ : ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା । ନିଟ୍‌-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟ ଏହି ବଡ ନିଷ୍ପତ୍ତି ନେଇଛନ୍ତି। ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ … Read More

ପୁରୀରେ ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ପୁରୀ:ରାଜ୍ୟ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ କେନ୍ଦ୍ର ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ ଆଜି ପୁରୀରେ ୨ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ କରିଛି । ଏହି ଦୁଇଦିନିଆ … Read More

ଅଡ଼ୁଆରେ ଅରଶଦ ଓ୍ବାରସି, ଠକେଇ ଅଭିଯୋଗରେ ସେବିର ବଡ଼ କାର୍ଯ୍ୟାନୁଷ୍ଠାନ

ମୁମ୍ବଇ: ଏକ ଗମ୍ଭୀର ଆର୍ଥିକ ଠକେଇ ମାମଲାରେ ଫସିଛନ୍ତି ବଲିଉଡ଼ ଅଭିନେତା ଅରଶଦ ଓ୍ବାରସି। ଷ୍ଟକ୍ ବଜାରରେ ହେରଫେର ଅଭିଯୋଗରେ ଅରଶଦ ଓ୍ବାରସି, ତାଙ୍କ ପତ୍ନୀ ମାରିଆ ଗୋରେଟ୍ଟୀ ଏବଂ ଅନ୍ୟ ୫୭ ଜଣଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି … Read More