ୟୁକୋ ବ୍ୟାଙ୍କର ପୂର୍ବତନ ସିଏମଡି ଗିରଫ, ୬୨୧୦ କୋଟିର ଋଣ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବ୍ୟାଙ୍କ ୟୁକୋ ବ୍ୟାଙ୍କରେ ଏକ ବଡ଼ ଧରଣର ଋଣ ଦୁର୍ନୀତିର ପର୍ଦ୍ଦାଫାଶ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଏହି ମାମଲାରେ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ଇଡି ଏକ ବଡ଼ ଧରଣର ଚଢଉ କରିଛି । ଏହା … Read More

ଲସ୍କର-ଏ-ତୋଏବାର ହେଡକ୍ବାର୍ଟରରେ ଟ୍ରେନିଂ ନେଇଥିଲେ ଜ୍ୟୋତି, ଆତଙ୍କୀ ଆଡ୍ଡାରେ ରହିଥିଲେ ୧୪ ଦିନ !

ନୂଆଦିଲ୍ଲୀ: ଆତଙ୍କୀ ଶିବିରରେ ଥିଲେ ପାକିସ୍ତାନୀ ଗୁପ୍ତଚର ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୧୪ ଦିନ ଧରି ସେଠାରେ ରହିଥିଲେ ଆଉ ଆତଙ୍କୀ ଆଡ୍ଡାରେ ତାଲିମ ନେଉଥିଲେ । ପାକିସ୍ତାନର ମୁରିଦକେ ସହର ଯାହାକୁ ଲସ୍କର-ଏ-ତୋଏବାର ହେଡକ୍ବାର୍ଟର କୁହାଯାଏ … Read More

ପହଲଗାମ୍ ଆତଙ୍କୀ ହମଲା: ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଜ୍ୟୋତି

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ନେଇ ଯେତେବେଳେ ସାରା ବିଶ୍ବ ଆତଙ୍କବାଦୀଙ୍କୁ ଏ ଘୃଣ୍ୟ କାମକୁ ନିନ୍ଦା କରୁଥିଲା ଆଉ ପାକିସ୍ତାନ ବିରୋଧରେ ସ୍ବର ତେଜୁଥିଲା ଠିକ୍ ସେତେବେଳେ ଭାରତରେ ରହି ଜଣେ ଭାରତୀୟ ହୋଇ ପହଲଗାମ୍ ହମଲାରେ ଆତଙ୍କୀଙ୍କୁ ନୁହେଁ … Read More

ସବୁ ବିଚାରପତି ପୂର୍ଣ୍ଣକାଳୀନ ପେନସନ ପାଇବାକୁ ହକଦାର : ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ: ଅତିରିକ୍ତ ବିଚାରପତି ଭାବରେ ଅବସର ନେଇଥିବା ବ୍ୟକ୍ତିଙ୍କ ସମେତ ସମସ୍ତ ହାଇକୋର୍ଟ ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର। ଜଣେ ବିଚାରପତି ଜିଲା ନ୍ୟାୟାଳୟରୁ ପଦୋନ୍ନତି ପାଇଛନ୍ତି କି ବାରରୁ ଉନ୍ନୀତ ହୋଇଛନ୍ତି ତାହା ଉପରେ କୌଣସି ପାର୍ଥକ୍ୟ କରାଯାଇପାରିବ … Read More

କାର୍‌ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଶିଶୁ ମୃତ

ବିଜୟନଗରମ୍ : ଆନ୍ଧ୍ରପ୍ରଦେଶ ବିଜୟନଗରମ୍ ଦ୍ଵାରପୁଡି ଗାଁରେ ଅଘଟଣ। ଏକ କାର୍ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଜଣ ପିଲାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁଅ ଏବଂ ୩ ଜଣ ଝିଅ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, … Read More

ଅଧିକାରୀଙ୍କ ଭୁଲ୍‌ ପାଇଁ ସରକାର ଗଣିବେ ୨୦ କୋଟିର ତଣ୍ଡ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ଖର୍ଚ୍ଚ କରାଯିବ, ସେନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି। ଏ ସଂକ୍ରାନ୍ତରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି। … Read More

ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଉଦ୍ୟମ

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ପ୍ରେମିକ ଜଣକ ଯୁବତୀଙ୍କୁ ଏସିଡ ଫିଙ୍ଗିବାକୁ ଉଦ୍ୟମ କରିଛନ୍ତି। ହେଲେ ସ୍ଥାନୀୟ ଲୋକେ … Read More

ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି ଏନ୍ଆଇଏ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: କୌଣସି ବି ପରିସ୍ଥିତିରେ ପାକିସ୍ତାନୀ ଗୁପ୍ତଚରଙ୍କୁ ଛଡ଼ାଯିବନି। ଯେତେ ଯାହାର ଲିଙ୍କ୍ ଥିବ, ସବୁ ବାହାରିବ। ଏଥିଲାଗି ଏନ୍ଆଇଏ ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି। ଯାହାର ଲିଙ୍କ୍‌ ବାହାରିବ ସେ ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ। … Read More

ଏକସଙ୍ଗେ ଆସୁଛି ଦୁଇ ଲଘୁଚାପ

ଭୁବନେଶ୍ବର: ମେ’ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ … Read More

ଭାରତର ଆକ୍ରମଣରେ ନଷ୍ଟ ହୋଇଥିବା ଆତଙ୍କବାଦୀ ଆଡ୍ଡାକୁ ପୁଣି ନିର୍ମାଣ କରିବାକୁ ଚେଷ୍ଟା କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ‘ଅପରେସନ୍ ସିନ୍ଦୂର’କୁ ଆଧାର କରି ଭାରତ ନଅଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରିଥିଲା। ପାକିସ୍ତାନକୁ କଡ଼ା ଜବାବ ଦେଇ ନଅଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରି ଦେଇଥିଲା ଭାରତ। ଭାରତର ଏହି … Read More