ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ
ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର … Read More
